Masthead

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ବାର ମାସର ତେର ପର୍ବ ମଧ୍ୟରୁ ଏହା ଅନ୍ୟତମ । ଏଥିପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦୀର୍ଘ ୯ମାସ ପରେ ସବୁ ମନ୍ଦିର ଲୋକାରଣ୍ୟ ହୋଇଛି । ଆଜି ଭଳି ପବିତ୍ର ଦିନରେ ପ୍ରତ୍ୟେକ ଘରେ ମକର ଚାଉଳ ଓ ପିଠାପଣା ବାସ୍ନାରେ ପରିବେଶ ପୁରି ଉଠୁଛି । ଆଜି ଦିନର ବୈଶିଷ୍ଟ୍ୟ ହେଉଛି, ସୂର୍ଯ୍ୟଦେବ ଏହି ଦିନରେ ଧନୁ ରାଶିରୁ ମକର ରାଶିକୁ ଚଳିଥା’ନ୍ତି । ଅର୍ଥାତ ଆଜି ପରଠୁ ଦିନ ବଡ଼ ହୋଇଥାଏ ।

ତେବେ ଶ୍ରୀମନ୍ଦିରରେ ମଧ୍ୟ ଖୁବ ଧୁମଧାମରେ ମକର ରୀତିନୀତି ଅନୁଷ୍ଠିିତ ହେଉଛି । ଆଜିର ପବିତ୍ର ତିଥିରେ ଚୋରାଅଶୀ ବେଶରେ ସଜ୍ଜିତ ହୋଇଛନ୍ତି ମହାପ୍ରଭୁ ।

ଏହି ବେଶକୁ ଦେଖିବା ପାଇଁ ଆଜି ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ