Masthead

ବାହ୍ୟ ଜଗତରୁ ବିଛିନ୍ନ ମାଳଦା

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇଛି ପୁରୀ ଅସ୍ତରଙ୍ଗ ବ୍ଲକ ଅନେକ ଗାଁ । ଯାହାକି ଅସ୍ତରଙ୍ଗ ବ୍ଲକ ଠାରୁ ଗୋଟେ କିଲୋମିଟର ଥିବା ମାଳଦା ଗାଁ ଯାହାକି ସମ୍ପୂର୍ଣ ଭାବେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ଗାଁ ରାସ୍ତା ମଝିରେ ଚାରି ଫୁଟ ଉଚ୍ଚ ପାଣି ମଧ୍ୟ୍ୟ ଚାଲୁଛି । ମାଳଦା ଗାଁର ଅନେକ ଘର ଜଳମଗ୍ନ ଅବସ୍ଥାରରେ ରହିଛି ।

ଅନେକ ଲୋକଙ୍କ ଘର ଭାଙ୍ଗିଯାଇଛି ତାହା ସହ ପାନ ବରଜ ଓ ଚାଷ ଜମିରେ ପାଞ୍ଚ ଫୁଟ ପାଣି ଜମି ରହିଛ । ଗାଁ ରେ ଡ୍ରେନେଜ ସୁବିଧା ନ ଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ । ମାଳଦା ଗାଁର ଅନେକ ଲୋକଙ୍କ ଘର ଭିତରେ ପାଣି ପ୍ରବେଶ କରିବାକୁ ବିଦ୍ୟାଳୟରେ ରହିଛନ୍ତି । ପ୍ରଶାସନ ତରଫରୁ ଲୋକଙ୍କ ନିକଟରେ କିଛି ଶୁଖିଲା ଖାଦ୍ୟ ପହଞ୍ଚିନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ