Masthead

ବାହ୍ୟ ଜଗତରୁ ବିଛିନ୍ନ ମାଳଦା

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇଛି ପୁରୀ ଅସ୍ତରଙ୍ଗ ବ୍ଲକ ଅନେକ ଗାଁ । ଯାହାକି ଅସ୍ତରଙ୍ଗ ବ୍ଲକ ଠାରୁ ଗୋଟେ କିଲୋମିଟର ଥିବା ମାଳଦା ଗାଁ ଯାହାକି ସମ୍ପୂର୍ଣ ଭାବେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ଗାଁ ରାସ୍ତା ମଝିରେ ଚାରି ଫୁଟ ଉଚ୍ଚ ପାଣି ମଧ୍ୟ୍ୟ ଚାଲୁଛି । ମାଳଦା ଗାଁର ଅନେକ ଘର ଜଳମଗ୍ନ ଅବସ୍ଥାରରେ ରହିଛି ।

ଅନେକ ଲୋକଙ୍କ ଘର ଭାଙ୍ଗିଯାଇଛି ତାହା ସହ ପାନ ବରଜ ଓ ଚାଷ ଜମିରେ ପାଞ୍ଚ ଫୁଟ ପାଣି ଜମି ରହିଛ । ଗାଁ ରେ ଡ୍ରେନେଜ ସୁବିଧା ନ ଥିବାରୁ ପାଣି ନିଷ୍କାସନ ହୋଇପାରୁନାହିଁ । ମାଳଦା ଗାଁର ଅନେକ ଲୋକଙ୍କ ଘର ଭିତରେ ପାଣି ପ୍ରବେଶ କରିବାକୁ ବିଦ୍ୟାଳୟରେ ରହିଛନ୍ତି । ପ୍ରଶାସନ ତରଫରୁ ଲୋକଙ୍କ ନିକଟରେ କିଛି ଶୁଖିଲା ଖାଦ୍ୟ ପହଞ୍ଚିନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ