Masthead

ଓଡ଼ିଶାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ରାଜ୍ୟନୀତି ମାହୋଲ ସରଗରମ । ଓଡ଼ିଶାରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି । ଏହି କ୍ରମରେ ବିଭିନ୍ନ ଦଳର କେନ୍ଦ୍ରୀୟ ନେତୃବୃନ୍ଦ ମଧ୍ୟ ଓଡ଼ିଶା ଆସି ଦମଦାର ପ୍ରଚାର କରୁଥିବାର ଦେଖାଯାଉଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ।

ଖଡଗେ ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ଏହାପରେ ଖଡଗେ କନ୍ଧମାଳ ଗସ୍ତରେ ଯାଇ ଏକ ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ଜଣାପଡିଛି । ଏହାସହ ଦଳର ଅନେକ ନେତା ଓ ପ୍ରାର୍ଥୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଦଳରେ ରହିଥିବା ବିଭିନ୍ନ ସମସ୍ୟା ସଂପର୍କରେ ସେ ନେତାଙ୍କ ସହ ଆଲୋଚନା କରିବେ ବୋଲି ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ