Masthead

ଘରୋଇ ସ୍କୁଲ ବସ୍ ଓଲଟି ଜଣେ ମହିଳା ମୃତ, ୮ ଆହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ବୈପାରୀଗୁଡ଼ା ମନ୍ତ୍ରୀଆମ୍ବ ଘାଟିରେ ଓଲଟିଲା ଘରୋଇ ସ୍କୁଲ ବସ । ଦୁର୍ଘଟଣାରେ ଜଣେ ମହିଳା ମୃତ, ୮ ଆହତ । ଜୟପୁର ଇମାନୁଏଲ ସ୍କୁଲ ବସ୍ ବ୍ରେକ ଫେଲ ହେବାରୁ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍କୁଲ ବସରେ ୨୩ ଜଣ ସ୍କୁଲ କର୍ମଚାରୀ ବସିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବୈପାରିଗୁଡା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ମହିଳା ସ୍କୁଲ ପ୍ରିନ୍ସପାଲଙ୍କ ପତ୍ନୀ ସୂଚନା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’