Masthead

୫୫କେଜି ଗଞ୍ଜେଇ ଜବତ

କୋରୁକୋଣ୍ଡା(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବଣ୍ଡିଗୁଡା ବ୍ରିଜ ନିକଟରୁ ୫୫ କେଜି ଗଞ୍ଜେଇ ଜବତ ହୋଇଛି । ଗତକାଲି ଓର୍କେଲ ଥାନା ଏସଆଇ ଜୟପ୍ରକାଶ ନାରାୟଣ ହୋତାଙ୍କ ନେତୃତ୍ୱରେ ବଣ୍ଡିଗୁଡା ବ୍ରିଜ ନିକଟରେ ରାତ୍ରି ପାଟ୍ରୋଲିଂ ଚାଲିଥିବା ବେଳେ ଏକ ନମ୍ବର ବିହୀନ କାରରୁ ୫୫ କେଜି ଗଞ୍ଜେଇ ଜବତ ହୋଇଛି । ଗାଡି ଯାଞ୍ଚ ବେଳେ ଦୁଇଟି ମୋବାଇଲ ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ଗାଜିଆବାଦ ଜିଲ୍ଲା ଲଏନର ସାହାନୱାଜ ଅଲ୍ଲୀ(୨୬), କଟକ ଜିଲ୍ଲା ମହାଙ୍ଗାଥାନା ଉମର ଗାଁର ସମୀର କୁମାର ଦାସ (୩୨) । ଗଞ୍ଜେଇକୁ ରାୟପୁର ଚାଲାଣ କରୁଥିବା ଅଭିଯୁକ୍ତମାନେ ତଦନ୍ତ ବେଳେ ସ୍ୱୀକାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ