Masthead

ୟୁରିଆ ସାରକୁ ନେଇ ତାତିଲେ ଚାଷୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ୟୁରିଆ ସାର ନେଇ ତାତିଲେ ମହାରାଜପାଲ୍ଲୀ ପଞ୍ଚାୟତ ଚାଷୀ। ସାର ଅଭାବକୁ ନେଇ ୩୨୬ ନମ୍ବର ଜାତୀୟ ରାଜରାସ୍ତା ବନ୍ଦ କଲେ ଚାଷୀ । ମାଲକାନଗିରି ଜିଲ୍ଲା କାଲିମେଲା ବ୍ଲକ ମହାରାଜପାଲ୍ଲୀ ପଞ୍ଚାୟତ ଲ୍ୟାମ୍ପ ତରଫରୁ ପ୍ରତ୍ୟେକ ପଞ୍ଚାୟତକୁ ସାର ପହଞ୍ଚି ପାରିନାହିଁ । ବର୍ତ୍ତମାନ ସୁଦ୍ଧା କିଛି ପଞ୍ଚାୟତରେ ସାର ପହଞ୍ଚି ଥିବା ବେଳେ କିଛି ପଞ୍ଚାୟତରେ ଏବେ ସୁଦ୍ଧା ସାର ପାଇବାରୁ ବଞ୍ଚିତ ରହିଛନ୍ତି ଚାଷୀ। ଏହାକୁ ବିରୋଧ କରି ୩୨୬ ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ କରିଥିଲେ ଚାଷୀକୂଳ । କିଛିଦିନ ତଳେ ପୁସୁଗୁଡା ପଞ୍ଚାୟତରେ ଚଢା ଦରରେ ସାର ବିକ୍ରିକୁ ନେଇ ରାଜରାସ୍ତା ଅବରୋଧ କରିଥିଲେ । ୟୁରିଆ ସାର କଳାବଜାରୀକୁ ନେଇ ରାସ୍ତା ଅବରୋଧ କରିବା ସହ ନିର୍ଦ୍ଧାରିତ ମୂଲ୍ୟ ଠାରୁ ଅଧିକ ମୂଲ୍ ରେ ସାର ବିକ୍ରି ହେଉଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ