Masthead

ୟୁରିଆ ସାରକୁ ନେଇ ତାତିଲେ ଚାଷୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ୟୁରିଆ ସାର ନେଇ ତାତିଲେ ମହାରାଜପାଲ୍ଲୀ ପଞ୍ଚାୟତ ଚାଷୀ। ସାର ଅଭାବକୁ ନେଇ ୩୨୬ ନମ୍ବର ଜାତୀୟ ରାଜରାସ୍ତା ବନ୍ଦ କଲେ ଚାଷୀ । ମାଲକାନଗିରି ଜିଲ୍ଲା କାଲିମେଲା ବ୍ଲକ ମହାରାଜପାଲ୍ଲୀ ପଞ୍ଚାୟତ ଲ୍ୟାମ୍ପ ତରଫରୁ ପ୍ରତ୍ୟେକ ପଞ୍ଚାୟତକୁ ସାର ପହଞ୍ଚି ପାରିନାହିଁ । ବର୍ତ୍ତମାନ ସୁଦ୍ଧା କିଛି ପଞ୍ଚାୟତରେ ସାର ପହଞ୍ଚି ଥିବା ବେଳେ କିଛି ପଞ୍ଚାୟତରେ ଏବେ ସୁଦ୍ଧା ସାର ପାଇବାରୁ ବଞ୍ଚିତ ରହିଛନ୍ତି ଚାଷୀ। ଏହାକୁ ବିରୋଧ କରି ୩୨୬ ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ କରିଥିଲେ ଚାଷୀକୂଳ । କିଛିଦିନ ତଳେ ପୁସୁଗୁଡା ପଞ୍ଚାୟତରେ ଚଢା ଦରରେ ସାର ବିକ୍ରିକୁ ନେଇ ରାଜରାସ୍ତା ଅବରୋଧ କରିଥିଲେ । ୟୁରିଆ ସାର କଳାବଜାରୀକୁ ନେଇ ରାସ୍ତା ଅବରୋଧ କରିବା ସହ ନିର୍ଦ୍ଧାରିତ ମୂଲ୍ୟ ଠାରୁ ଅଧିକ ମୂଲ୍ ରେ ସାର ବିକ୍ରି ହେଉଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ