Masthead

ଓଡ଼ିଶା ଆସିବେ ମଲ୍ଲିକାର୍ଜ୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୯ ରେ ଓଡ଼ିଶା ଆସିବେ ଖଡଗେ । ଏ ନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି ଓଡ଼ିଶାରେ ବୁଥ କମିଟି, ଜିଲ୍ଲା ସଭାପତି, ବ୍ଲକ ସଭାପତି ସହ ୫୦ ହଜାର ଲୋକଙ୍କ ଉପସ୍ଥିତରେ ହେବ କାର୍ଯ୍ୟକ୍ରମ। ବିଜେଡି ଓ ବିଜେପିର ଦୁର୍ନୀତି, ନିର୍ବାଚନ ସମୟରେ ଅର୍ଥ ଓ ବାହୁବଳର ପ୍ରତିହତ ପାଇଁ ଉପଦେଶ ଦେବେ। ଗାଁ ଗହଳିରେ ବସି ଲୋକଙ୍କ ସହ ରହି ଖଡ଼ଗେଙ୍କ କାର୍ଯ୍ୟକ୍ରମ ସଫଳ ପାଇଁ ନିର୍ଦ୍ଦେଶ ରହିଛି ବୋଲି ତାରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ