Masthead

ବାହାନଗାରେ ପହଞ୍ଚିଲେ ମମତା ବାନାର୍ଜୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ସାଲିମାର ଓ କରମଣ୍ଡଳ ରେଳ ଦୁର୍ଗଟଣା ପରେ ଓଡ଼ିଶା ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ । ପ୍ରଥମେ ବାଲେଶ୍ୱରେ ପହଞ୍ଚିଥିଲେ ମମତା । ବର୍ତ୍ତମାନ ବାହାନଗାରେ ପହଞ୍ଚିଛନ୍ତି ମମତା ବାନାର୍ଜୀ । ଏହାପରେ ସେ ଆହତଙ୍କୁ ଭେଟିବାର ମଧ୍ୟ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର