Masthead

‘ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଗଣତନ୍ତ୍ରକୁ ପରିହାସ କରିଛନ୍ତି’

କୋଲକାତା (ବଡ଼ ଖବର ବ୍ୟୁରୋ):  ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ଘଟିଥିବା ହିଂସାକୁ ନେଇ ଆରମ୍ଭ ହୋଇଛି ବୟାନବାଜି । ହିଂସାକୁ ନେଇ ବିଜେପି ଓ ଟିଏମସି ଭିତରେ ଆରମ୍ଭ ହୋଇଛି କଥାକଟାକଟି । ଟିଏମସି ଅଭିଯୋଗ କରିଛି ଯେ ବିଜେପି ବୁଥ କ୍ୟାପଚରିଂର ଭୁଲ ଖବର ପ୍ରଚାର କରୁଛି। ଶନିବାର ପଞ୍ଚାୟତ ନିର୍ବାଚନ ସମୟରେ ପଶ୍ଚିମବଙ୍ଗର ୭ ଜିଲ୍ଲାରେ ହିଂସାକାଣ୍ଡ ଘଟିଥିଲା ଯେଉଁଥିରେ ଅଗ୍ନିକାଣ୍ଡ, ଗୁଳି ବିନିମୟ ଭଳି ଘଟଣା ଘଟିଥଲା।

ରାଜ୍ୟରେ ଉତ୍ତେଜନା ଏବଂ ଅଶାନ୍ତି ମଧ୍ୟରେ ରାଜନୈତିକ ଦଳମାନେ ପରସ୍ପରକୁ ଦୋଷ ଦେବାରେ ବ୍ୟସ୍ତ ଅଛନ୍ତି। ବିଜେପିର ଆଇଟି ସେଲର ମୁଖ୍ୟ ଅମିତ ମାଲଭିୟ ମମତା ବାନାର୍ଜୀ ସରକାରଙ୍କୁ ଦାୟୀ କରି ଅନେକ ଟୁଇଟ କରିଛନ୍ତି। ସେ ଏକ ଟୁଇଟରେ କହିଛନ୍ତି ଯେ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଗଣତନ୍ତ୍ରକୁ ପରିହାସ କରିଛନ୍ତି। ମାଲଭିୟ ଆହୁରି କହିଛନ୍ତି ଯେ ମତଦାନ ପରେ ବିଳମ୍ବିତ ରାତିରେ ଟିଏମସି ବୁଥକୁ କାବୁ କରିଥିଲା, ଯେଉଁଠାରେ ସିସିଟିଭି କ୍ୟାମେରା କିମ୍ବା ସୁରକ୍ଷା କର୍ମୀ ନ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା