Masthead

ବିଗିଡ଼ିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ମମତା: ଅନୁରାଗ ଠାକୁର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । କହିଛନ୍ତି, ବିଗିଡ଼ିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ହେଉଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ବିଜେପି କର୍ମୀଙ୍କ ମୃତ୍ୟୁ ପରେ ଲଗାତାର ବିଜେପି ଟିଏମସିକୁ ଟାର୍ଗେଟ କରୁଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ହିଂସାକୁ ଉସକାଉଥିବା ଅଭିଯୋଗ ଆଣିଛନ୍ତି। ଅନୁରାଗ ଠାକୁର କହିଛନ୍ତି, ପଶ୍ଚିମବଙ୍ଗରେ ରାମ ଭକ୍ତଙ୍କ ଉପରେ ଲାଠିମାଡ଼ କରାଯାଇଛି। ପଥରମାଡ଼ ବି କରାଯାଇଛି। ବୋମା ମାଡ଼ କରାଯାଇଛି, ଲୁଟପାଟ କରାଯାଉଛି, ହିଂସା ହେଉଛି, ରାମ ନବମୀରେ ଶୋଭାଯାତ୍ରା ବନ୍ଦ କରି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ