Masthead

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ । ମୁଣ୍ଡରେ ଲାଗିଛି ଗଭୀର ଆଘାତ । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କୋଲକାତାର ଏସଏସକେଏମ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି ମମତା । କିଭଳି ଆହତ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନି । କିନ୍ତୁ ଘରେ ସେ ପଡିଯିବାରୁ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାପଡିଛି ।

ଘରେ ପଡ଼ିଯିବାରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ କୋଲକାତାର SSKM ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ଓ ଷ୍ଟିଚ୍ ପରେ ଅଧିକ ପରୀକ୍ଷା ନିରୀକ୍ଷା କରାଯାଇଥିଲା। ପରେ ସେ ନିଜ ଘରକୁ ଫେରିଛନ୍ତି। ମମତାଙ୍କ ଆହତ ସଂପର୍କିତ କିଛି ଫଟୋକୁ ସୋସିଆଲ୍ ମିଡିଆରେ ସେୟାର କରିଛି ତୃଣମୂଳ କଂଗ୍ରେସ। ମମତାଙ୍କ ପାଇଁ ପ୍ରାର୍ଥନା କରିବାକୁ ଦଳ ସମସ୍ତଙ୍କୁ ଅନୁରୋଧ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ