ଆମର ସଂଗ୍ରାମ ବିଜେପିର ଚିନ୍ତାଧାରା ବିରୁଦ୍ଧରେ ହେବ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିରୋଧୀ ଦଳର ମୁଖ୍ୟ କିଏ ହେବ ସେ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେଙ୍କୁ ପ୍ରଶ୍ନ କରାଯାଇଥିଲା । ସେ ପ୍ରଶ୍ନର ଉତ୍ତର ଦେଇନଥିଲେ । କିନ୍ତୁ ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନକୁ ନେଇ ଖୋଲା ସଙ୍କେତ ଦେଇଛନ୍ତି । ସେ କହିଛନ୍ତି ରାହୁଲ ଗାନ୍ଧୀ ହେଉଛନ୍ତି ଆମର ପ୍ରିୟ ନେତା । ତେବେ ଏ ସମ୍ପର୍କରେ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ।

ସେପଟେ ରାହୁଲ କହଛନ୍ତି ଏନଡିଏ ଏବଂ ଭାରତ, ମୋଦୀ ଏବଂ ଭାରତ, ତାଙ୍କ ଆଦର୍ଶ ଏବଂ ଭାରତ ମଧ୍ୟରେ ଲଢେଇ ହେଉଛି। ଆମେ ଜାଣୁ ଯିଏ ଭାରତ ବିରୁଦ୍ଧରେ ଛିଡା ହୁଏ, ତାର କ’ଣ ହୁଏ । କିଏ ଜିତେ । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଏକ ଆକ୍ସନ ପ୍ଲାନ କରିବାକୁ ନିଷ୍ପତ୍ତି ନେଇଛୁ, ଯେଉଁଥିରେ ଆଦର୍ଶ ଏବଂ କାର୍ୟ୍ୟକ୍ରମ ଉପରେ ଆଲୋଚନା କରାଯିବ। ଆମର ସଂଗ୍ରାମ ବିଜେପିର ଆଦର୍ଶ ଏବଂ ସେମାନଙ୍କ ଚିନ୍ତାଧାରା ବିରୁଦ୍ଧରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’