Masthead

ଭବାନୀପୁର ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ମମତା

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀ ଭବାନୀପୁର ଆସନରେ ଲଢୁଛନ୍ତି । ଏନେଇ ଦଳ ପକ୍ଷରୁ ପ୍ରଚାରପ୍ରସାର ଜୋରଦାର କରାଯାଉଥିବାର ଦେଖିବାକୁ ମିଳିଛି । ଏହା ମଧ୍ୟରେ ଭବାନୀପୁର ଆସନ ପାଇଁ ମମତା ବାନାର୍ଜୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ତେବେ ପଶ୍ଚିମବଙ୍ଗର ଅଲିପୁର ଠାରେ ମମତା ନାମାଙ୍କନ ପତ୍ର ଦାଖଲ କରିଥିବାର ସୂଚନା ମିଳିଛି । ଅପରପକ୍ଷରେ ଭବାନୀପୁର ଉପ-ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରିୟଙ୍କା ତିବ୍ରୁୱାଲ ପ୍ରାର୍ଥୀ ହେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି