Masthead

ମମତାଙ୍କ ପାଖରେ ରହିଛି ୯ ଗ୍ରାମ ଅଳଙ୍କାର ଓ ୧୨ ଲକ୍ଷରୁ ଅଧିକ ଟଙ୍କା

କୋଲକାତା(ବଡ଼ ଖବର ବ୍ୟୁରୋ):     ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ସତ୍ୟପାଠ ଗ୍ରହଣ କଲା ବେଳେ ନିଜର ସମ୍ପତି ତାଲିକା ଦାଖଲ କରିଛନ୍ତି । ଦିଦି ସତ୍ୟପାଠରେ ନିଜର ସମ୍ପତିର ତାଲିକା ସମ୍ପର୍କରେ ଉଲ୍ଲେଖ କରିଛନ୍ତି ।

ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଭବାନୀପୁରର ଉପ ନିର୍ବାଚନ ପାଇଁ ଦିଦି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତେବେ ସତ୍ୟପାଠ ଅନୁଯାୟୀ ଦିଦିଙ୍କ ପାଖରେ ନଗଦ ୬୯,୨୨୫ ଟଙ୍କା ରହିଛି । ତାଙ୍କର ବ୍ୟାଙ୍କ ଆକାଉଣ୍ଟରେ ୧୨,୦୨,୩୫୬ ଟଙ୍କା ଜମା ରହିଛି । ଏହା ସହିତ ତାଙ୍କ ପାଖରେ ମୋଟ ୧୩,୫୩,୩୫୬ ଟଙ୍କା ବ୍ୟାଙ୍କ ବାଲାନ୍ସ ଅଛି ବୋଲି ଜଣାପଡିଛି । ଅନ୍ୟପାଖରେ ଦିଦିଙ୍କ ପାଖରେ ୯ ଗ୍ରାମ ଅଳଙ୍କାର ରହିଛି । ଯାହାର ବଜାରରେ ଦାମ ୪୩,୮୩୭ ଟଙ୍କା ହେବ ବୋଲି ନିଜେ ଦିଦି ସତ୍ୟପାଠରେ ଦର୍ଶାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ