Masthead

ମମତାଙ୍କ ପାଖରେ ରହିଛି ୯ ଗ୍ରାମ ଅଳଙ୍କାର ଓ ୧୨ ଲକ୍ଷରୁ ଅଧିକ ଟଙ୍କା

କୋଲକାତା(ବଡ଼ ଖବର ବ୍ୟୁରୋ):     ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ସତ୍ୟପାଠ ଗ୍ରହଣ କଲା ବେଳେ ନିଜର ସମ୍ପତି ତାଲିକା ଦାଖଲ କରିଛନ୍ତି । ଦିଦି ସତ୍ୟପାଠରେ ନିଜର ସମ୍ପତିର ତାଲିକା ସମ୍ପର୍କରେ ଉଲ୍ଲେଖ କରିଛନ୍ତି ।

ସେପ୍ଟେମ୍ବର ୩୦ରେ ହେବାକୁ ଥିବା ଭବାନୀପୁରର ଉପ ନିର୍ବାଚନ ପାଇଁ ଦିଦି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତେବେ ସତ୍ୟପାଠ ଅନୁଯାୟୀ ଦିଦିଙ୍କ ପାଖରେ ନଗଦ ୬୯,୨୨୫ ଟଙ୍କା ରହିଛି । ତାଙ୍କର ବ୍ୟାଙ୍କ ଆକାଉଣ୍ଟରେ ୧୨,୦୨,୩୫୬ ଟଙ୍କା ଜମା ରହିଛି । ଏହା ସହିତ ତାଙ୍କ ପାଖରେ ମୋଟ ୧୩,୫୩,୩୫୬ ଟଙ୍କା ବ୍ୟାଙ୍କ ବାଲାନ୍ସ ଅଛି ବୋଲି ଜଣାପଡିଛି । ଅନ୍ୟପାଖରେ ଦିଦିଙ୍କ ପାଖରେ ୯ ଗ୍ରାମ ଅଳଙ୍କାର ରହିଛି । ଯାହାର ବଜାରରେ ଦାମ ୪୩,୮୩୭ ଟଙ୍କା ହେବ ବୋଲି ନିଜେ ଦିଦି ସତ୍ୟପାଠରେ ଦର୍ଶାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା