Masthead

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହନ୍ତଙ୍କ ନାମାଙ୍କନ । ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ । ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ।

ହେଲେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ । ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା