Masthead

ମମତାଙ୍କୁ ଟାର୍ଗେଟ କଲେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ

କୋଲକାତା (ବଡ଼ ଖବର ବ୍ୟୁରୋ): ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ମିଡିଆ ସହ କଥା ହେଉଥିବା ବେଳେ କହିଛନ୍ତି , ୟୁକ୍ରେନରେ ବିସ୍ଫୋଟକଙ୍କ ସଂଖ୍ୟା ପଶ୍ଚିମବଙ୍ଗ ତୁଳନାରେ କମ୍ ଅଟେ । ସେଠାରେ ମଧ୍ୟ ସ୍ଥିତି ଟିକେ ଶାନ୍ତି ପୂର୍ଣ୍ଣ ହୋଇଯାଇଛି କିନ୍ତୁ ଏଠାରେ ବିସ୍ଫୋଟକ ହେଉଛି ।ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ସରକାରକୁ ଟାର୍ଗେଟ କରିଛନ୍ତି ଶୁଭେନ୍ଦୁ ଅଧିକାରୀ । ସେ କହିଛନ୍ତି ରାଜ୍ୟର ସ୍ଥିତି ୟୁକ୍ରେନଠାରୁ ମଧ୍ୟ ଖରାପ । ସାତ ଦିନ ମଧ୍ୟରେ ଘଟିଥିବା ଏହା ତୃତୀୟ ବିସ୍ଫୋଟକ ରାଜ୍ୟର ବିରଭୂମ ଜିଲ୍ଲାରେ ଜଣେ ସ୍ଥାନୀୟ ଟିଏମସି ନେତାଙ୍କ ଘରେ ବିସ୍ଫୋରଣ ହୋଇଥିଲା ।ଏହି ଭଳି ଘଟଣା ଏହା ପୂର୍ବରୁ ଦକ୍ଷିଣ ୨୪ ପରଗଣା ଜିଲ୍ଲାରେ ରବିବାର ଦିନ ହୋଇଥିଲା ଯେଉଁଥିରେ ଗୋଟିଏ ପରିବାରର ୩ ସଦସ୍ୟଙ୍କର ମୃତୁ୍ୟ ହୋଇଥିଲା । ୧୬ ମେ’ରେ ବ୍ୟାକ ଟୁ ବ୍ୟାକ ଦୁଇ ବିସ୍ଫୋରଣ ପରେ ଏକ ବଡ ଧମାକା ହୋଇଥିଲା , ଯେଉଁ ଥିରେ ପୂର୍ବ ମେଦିିପୁର ଜିଲ୍ଲାର ୧୨ ଜଣ ଲୋକଙ୍କ ଜୀବନ ଚାଲିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ