Masthead

ରାଜଧାନୀରେ ମମିତା ତାତି, ଡିସିପି ଅଫିସ ଘେରିଲେ ବିଜେପି କର୍ମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିବି ରାଜଧାନୀରେ ମମିତା ତାତି । ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିଜେପି ଯୁବ ମୋର୍ଚା ପକ୍ଷରୁ ଭୁବନେଶ୍ୱର ଡିସିପି ଅଫିସ ଘେରାଓ କରାଯାଇଛି । ଶହ ଶହ ସଂଖ୍ୟାରେ ଯୁବ ମୋର୍ଚାର କର୍ମକର୍ତ୍ତା ରୂପଲି ଛକ ଠାରେ ଏକାଠି ହୋଇ ଡିସିପି ଅଫିସ ଘେରିଛନ୍ତି ।

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ସାରା ଓଡିଶାରେ ଆନ୍ଦୋଳନ ଜାରି ରହିଛି । ଏହାକୁ ନେଇ ସବୁ ରାଜନୈତିକ ଦଳ ସାମ୍ନାକୁ ଆସୁଥିବା ବେଳେ ଜାତୀୟ ସ୍ତରରେ ଏହି ଘଟଣା ଏବେ ଚର୍ଚ୍ଚାରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି