Masthead

ମମିତା ହତ୍ୟା ଘଟଣା, ବିଜେପିର ୧୨ ଘଣ୍ଟିଆ ବନ୍ଦ ଡ଼ାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି ଦିନକୁ ଦିନ ଜୋର ଧରୁଛି । ଏହା ପ୍ରତିବାଦରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ନେଇ ଡାକରା ଦେଇଛି ବିଜେପି । ହେଲେ ବନ୍ଦରୁ ବାଦ ପଡିବ ଅତ୍ୟାବଶ୍ୟକ ଆମ୍ବୁଲାନ୍ସ ଏବଂ ଜରୁରୀକାଳିନ ସେବା । ଭଦ୍ରକ ଜିଲ୍ଲାରେ ମଧ୍ୟ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି ଦଳ । ତେବେ ଜରୁରୀ ସେବା ଯୋଗାଣକାରୀ ସଂସ୍ଥା ସବୁକୁ ଏହି ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ