Masthead

ମମିତା ମୃତ୍ୟୁ ମାମଲା; ହାଇକୋର୍ଟରେ ମାମଲା ରୁଜୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ପହଞ୍ଚିଲା ମମିତା ମେହେର ମୃତ୍ୟୁ ମାମଲା । ଏନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ତେବେ ମାମଲାର ସିବିଆଇ ତଦନ୍ତ ଦାବି ସହ ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ଦାବି କରାଯାଇଛି ।

ଏହା ସହ ମମିତା ମୃତ୍ୟୁ ମାମଲାର ନିରପେକ୍ଷ ତଦନ୍ତ ସହ ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ସେପେଟେ ଜନସ୍ୱାର୍ଥ ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ବଲାଙ୍ଗୀର ଏସପିଙ୍କ ସମେତ ୯ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ