Masthead

ମମିତା ମୃତ୍ୟୁ ମାମଲା; ହାଇକୋର୍ଟରେ ମାମଲା ରୁଜୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ପହଞ୍ଚିଲା ମମିତା ମେହେର ମୃତ୍ୟୁ ମାମଲା । ଏନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ତେବେ ମାମଲାର ସିବିଆଇ ତଦନ୍ତ ଦାବି ସହ ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ଦାବି କରାଯାଇଛି ।

ଏହା ସହ ମମିତା ମୃତ୍ୟୁ ମାମଲାର ନିରପେକ୍ଷ ତଦନ୍ତ ସହ ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ସେପେଟେ ଜନସ୍ୱାର୍ଥ ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ବଲାଙ୍ଗୀର ଏସପିଙ୍କ ସମେତ ୯ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର