ମମିତା ହତ୍ୟା ମାମଲା, ବାପା ଦେଲେ ସାଂଘାତିକ ତଥ୍ୟ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ବାପା ଦେଲେ ସାଂଘାତିକ ତଥ୍ୟ । ମମିତା ନିଖୋଜ ନେଇ ଗୋବିନ୍ଦ ଏତଲା ଲେଖାଇଥିଲେ । ମମିତା ନିଖୋଜ ପରେ ଆମେ ମହାଲିଙ୍ଗ କଲେଜକୁ ଯାଇଥିଲୁ । ସେଠାରେ ଗୋବିନ୍ଦ ସାହୁ ଥିଲେ । ଜଣେ କିରାଣିକୁ ଡାକି ଏତଲା ଲେଖାଇଥିଲେ । ମୁଁ ନପଢି ସେଥିରେ ଦସ୍ତଖତ କରିଥିଲି ।

ଆମେ ଯିବା ପୂର୍ବରୁ ଗୋବିନ୍ଦ ଆଗୁଆ କେଗାଁ ଥାନାକୁ ପଳାଇଲେ । ଗୋବିନ୍ଦ ପହଞ୍ଚିବାର ୧୦ ମିନିଟ ପରେ ଆମେ ପହଞ୍ଚିଲୁ । ଗୋବିନ୍ଦ ସାହୁ ଥାନା ବାବୁଙ୍କ ସହ କ’ଣ କଥା ହୋଇଥିଲା କେଜାଣି, ଆମେ ସେଠି ପହଞ୍ଚିଲା ବେଳକୁ ଥାନା ବାବୁ ଆମ ଏତଲା ରଖିଲେନି । ତୁରେକେଲା ଥାନାରେ ଏତଲା ଦିଅ ବୋଲି ଥାନା ବାବୁ କହିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’