Masthead

ବିଜେପି ରାଜ୍ୟରେ ଏକାକୀ ଲଢି ସରକାର କରିବ: ମନମୋହନ ସାମଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଗଣମାଧ୍ୟମ ଆଗରେ ରଖିଲେ ବଡ଼ ବୟାନ । କହିଛନ୍ତି ବିଜେପି ଏକାକି ନିର୍ବାଚନ ଲଢିବ । ଏଥିସହିତ ଆଗାମୀ ନିର୍ବାଚନରେ ବିଜେପି ରାଜ୍ୟରେ ଏକାକୀ  ଲଢି ସରକାର କରିବ । ଓଡ଼ିଶାର ଅସ୍ମିତାକୁ ନେଇ ବିଜେପି ନିର୍ବାଚନ ଲଢିବ ବୋଲି ମନମୋହନ ସାମଲ କହିଛନ୍ତି ।

ଗତ କିଛି ଦିନ ଧରି ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ହେଇ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା । ଏପରିକି ବିଜେପି ନେତାମାନେ ତୁହାକୁ ତୁହା ଦିଲ୍ଲୀ ଯାଇ ବିଜେପି ନେତୃବୃନ୍ଦଙ୍କ ସହ ଆଲୋଚନା କରୁଥିଲେ । ଆଜି ସକାଳେ ହିଁ ରାଜ୍ୟ ବିଜେପି ସଭାପତି ଦିଲ୍ଲୀରୁ ଫେରିଥିଲେ । ଆଉ ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ଏ ବୟାନ ଏବେ ଚର୍ଚ୍ଚା ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ