Masthead

ବକେୟା ଦାବି ନେଇ ରାତି ସାରା ଧାରଣାରେ ଦିଦି

କୋଲକାତା (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ଦେଉନାହାନ୍ତି ବକେୟା । ରାତି ସାରା ଧାରଣାରେ ବସି ରହିଲେ ଦିଦି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଭିନ୍ନ ସମାଜ କଲ୍ୟାଣ ଯୋଜନା ଲାଗି କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗର ଥିବା ବକେୟା ଦାବି ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତୀ ସମ୍ମୁଖରେ ଧାରଣାରେ ବସିଛନ୍ତି। ଆଜି ମଧ୍ୟ ଧାରଣା ଜାରି ରହିଛି ଧାରଣା ।

ଥଣ୍ଡା ପଡ଼ୁଥିବା ସତ୍ତ୍ୱେ ଶୁକ୍ରବାର ରାତିସାରା ସେ ଧାରଣାସ୍ଥଳରେ ବସି ରହିଥିଲେ। ତାଙ୍କ ସହ ମନ୍ତ୍ରୀ ଫିରହାଦ ହାକିମ୍‌ ଏବଂ ଅରୁପ୍‌ ବିଶ୍ୱାସ ସମେତ ଅନେକ ନେତା ମଧ୍ୟ ଥିଲେ। ବିଜେପି ସରକାର ପଶ୍ଚିମବଙ୍ଗର ମନରେଗା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମେତ ଅନ୍ୟ କଲ୍ୟାଣକାରୀ ଯୋଜନା ଆଦି ଲାଗି ହଜାର ହଜାର କୋଟି ଟଙ୍କା ବକେୟା ରଖିଥିବା ମମତା ଦାବି କରି ଆସୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ