୩୬୮୦ ଭୋଟରେ ଦିଦି ଆଗୁଆ

ଭବାନୀପୁର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପଶ୍ଚିମବଙ୍ଗରେ ଭୋଟ ଗଣତି । ପୋଷ୍ଟାଲ ବାଲାଟ ଭୋଟ ଗଣତି ଶେଷ ହୋଇଛି । ଭବାନୀପୁରରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩୬୮୦ ଭୋଟରେ ଆଗୁଆ ଅଛନ୍ତି । ସମସ୍ତ ଆସନରେ ଟିଏମସି ଆଗୁଆ ରହିଛି ।

ମମତା ପ୍ରଥମ ରାଉଣ୍ଡରେ ୭୭୫ ଭୋଟରେ ଆଗୁଆ ଥିଲେ । ଦ୍ୱିତୀୟ ରାଉଣ୍ଡରେ ୨୫୦୦ ଭୋଟରେ ଆଗୁଆ ରହିଛନ୍ତି । ବାଜିରେ ଦିଦିଙ୍କ ମୁଖ୍ୟମନ୍ତ୍ରୀ ପଦ । ଭବାନୀପୁର ଉପନିର୍ବାଚନ ଫଳାଫଳ ଉପରେ ସମସ୍ତଙ୍କ ନଜର । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ରୁ ଚାଲିଛି କାଉଣ୍ଟିଂ। ଏଠି ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବରୱାଲଙ୍କ ସହ ମମତାଙ୍କ ଲଢେଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!