Masthead

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

ନର୍ଲା (ବଡ଼ ଖବର ବ୍ୟୁରୋ): ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଗିରଫ ହେଲେ ଯୁବକ । ଏଭଳି ଘଟଣା ଘଟିଛି ନର୍ଲା ଥାନା ଜୁର୍କାଭଟା ଗାଁରେ । ସୂଚନା ଅନୁସାରେ, ଡୁମେର୍ ଗାଁର ସୋମନାଥ ପାତ୍ରଙ୍କ ପୁଅ ବେଣୁଧର ପାତ୍ର କିଛିଦିନ ତଳେ ନର୍ଲା ଥାନା ଜୁର୍କାଭଟା ଗାଁକୁ ବୁଲିବାକୁ ।

ନାବାଳିକା ଘରେ ଏକା ଥିବା ବେଳେ ଯୁବକ ଜଣଙ୍କ ଏଭଳି କାଣ୍ଡ ଘଟାଇଛନ୍ତି । ଏନେଇ ପିଡ଼ୀତାଙ୍କ ଘର ଲୋକେ ନର୍ଲା ଥାନାର ଦ୍ୱାରସ୍ଥ ହୋଇଥିଲେ । ନର୍ଲା ଥାନା ଅଧିକାରୀ ଗଙ୍ଗାଧର ମେହେର ୨୭ ତାରିଖରେ ଅଭିଯୁକ୍ତକୁ ଗିରଫ କରିଛନ୍ତି । ପୀଡ଼ିତାଙ୍କ ଡାକ୍ତରି ମାଇନା କରାଯିବା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା