Masthead

ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ, ଧରାପଡିଲେ ବ୍ୟକ୍ତି

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ କଲାବେଳେ ଧରାପଡିଲେ ଜଣେ ବ୍ୟକ୍ତି । ବେହରଣ ଦ୍ଵାର ପଟରୁ ପ୍ରାୟ ୫ ରୁ ୭ ଫୁଟ୍ ଚଢ଼ି ସାରିଥିବା ବେଳେ ଜଗନ୍ନାଥ ମନ୍ଦିର ପୋଲିସ (JTP) ହାତରେ ଧରାପଡିଲେ । ପରେ ତାଙ୍କୁ ସିଂହଦ୍ୱାର ପୋଲିସ ଜିମା ଦିଆଯାଇଛି। ବ୍ୟକ୍ତି ଜଣକ ବିହାରର ବୋଲି ପ୍ରାଥମିକ ସୂଚନା ମିଳିଛି ।

ଦକ୍ଷିଣ ଘର ବାଟରେ ବ୍ୟକ୍ତି ଜଣକ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ। ବ୍ୟକ୍ତି ଜଣଙ୍କ ର ମାନସିକ ସ୍ଥିତି ଦୁର୍ବଳ ଥିବା ସୂଚନା ମିଳିଛି । ତେବେ ଏନେଇ ଅଧିକ ଛାନ୍ ଭିନ କରୁଛି ସିଂହଦ୍ୱାର ପୋଲିସ । ପୂର୍ବରୁ ଗଞ୍ଜାମର ଜଣେ ବ୍ୟକ୍ତି ମନ୍ଦିର ଅଁଳା ବେଢ଼ା ଉପରକୁ ଚଢ଼ି ସୁରକ୍ଷାକୁ ଚ୍ୟାଲେଞ୍ଜ ଦେଇଥିଲେ । ତେବେ ବ୍ୟକ୍ତି ଜଣଙ୍କୁ ଅଧିକ ଛାନ୍ ଭିନ୍ ପରେ ସବୁ କିଛି ସ୍ପଷ୍ଟ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ