Masthead

ଗଛରେ ପିଟି ହୋଇ ଯୁବକ ମୃତ

ଲୁଣିପଡ଼ା (ବଡ଼ ଖବର ବ୍ୟୁରୋ): ବାଇକ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ମହୁଲପଦା ଥାନା ଲୁଙ୍ଗା ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଜଣକ ହେଲେ ଲୁଣିପଡ଼ାର ଗୋପାଳ ରାଏ । ପେସାରେ ଇଟାଭାଟି ମାଲିକ ଥିବା ଗୋପାଳ ଆଜି ଇଟା ତିଆରି ମେସିନ ସଜାଡ଼ିବା ପାଇଁ ବାଇକ ଯୋଗେ ରେଙ୍ଗାଲି ଆସି ଫେରୁଥିଲେ । ଲୁଙ୍ଗା ବ୍ରିଜ୍ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ମହୁଲପଦା ପୋଲିସ ପହଁଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା