Masthead

ଗଛରେ ପିଟି ହୋଇ ଯୁବକ ମୃତ

ଲୁଣିପଡ଼ା (ବଡ଼ ଖବର ବ୍ୟୁରୋ): ବାଇକ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ମହୁଲପଦା ଥାନା ଲୁଙ୍ଗା ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଜଣକ ହେଲେ ଲୁଣିପଡ଼ାର ଗୋପାଳ ରାଏ । ପେସାରେ ଇଟାଭାଟି ମାଲିକ ଥିବା ଗୋପାଳ ଆଜି ଇଟା ତିଆରି ମେସିନ ସଜାଡ଼ିବା ପାଇଁ ବାଇକ ଯୋଗେ ରେଙ୍ଗାଲି ଆସି ଫେରୁଥିଲେ । ଲୁଙ୍ଗା ବ୍ରିଜ୍ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ମହୁଲପଦା ପୋଲିସ ପହଁଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ