Masthead

ମାତ୍ର ୧୦ ଟଙ୍କା ପାଇଁ ହତ୍ୟା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ମାତ୍ର କେତୋଟି ଟଙ୍କା ପାଇଁ ମାରିଦେଲା ଦୋକାନୀକୁ ମାରିଦେଲା ଗ୍ରାହକ । ତେଜରାତୀ ଦୋକାନରୁ କିଣିବାକୁ ଯାଇଥିଲେ ଯୁବକ ଜଣକ । ଅଳ୍ପ ଟଙ୍କା ଦେଇନଥିଲେ । ଟଙ୍କା ମାଗିବାରୁ ଉତ୍ତ୍ୟକ୍ତ ହୋଇ ଯାଇଥିଲେ ଯୁବକ। ଫଳରେ ଧକ୍କା ଦେଇ ମାରି ଦେଇଥିଲା ଯୁବକ ।

ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଚରମ୍ପା ବଜାର ପଥରଆଡ଼ି ଛକରେ । ସଉଦା ବାବଦ ବକେୟା ମାତ୍ର ୧୦ ଟଙ୍କା ମାଗିବାରୁ ଦୋକାନୀଙ୍କୁ ହତ୍ୟା ଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ମୃତ ବ୍ୟବସାୟୀ ହେଉଛନ୍ତି ସାବରଙ୍ଗ ଥାନା ଅଧିନ ବଣିଆ ଗ୍ରାମର ବିଜୟ ପଣ୍ଡା । ଏ ନେଇ ଭଦ୍ରକ ଟାଉନ ଥାନରେ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ