Masthead

ମାତ୍ର ୧୦ ଟଙ୍କା ପାଇଁ ହତ୍ୟା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ମାତ୍ର କେତୋଟି ଟଙ୍କା ପାଇଁ ମାରିଦେଲା ଦୋକାନୀକୁ ମାରିଦେଲା ଗ୍ରାହକ । ତେଜରାତୀ ଦୋକାନରୁ କିଣିବାକୁ ଯାଇଥିଲେ ଯୁବକ ଜଣକ । ଅଳ୍ପ ଟଙ୍କା ଦେଇନଥିଲେ । ଟଙ୍କା ମାଗିବାରୁ ଉତ୍ତ୍ୟକ୍ତ ହୋଇ ଯାଇଥିଲେ ଯୁବକ। ଫଳରେ ଧକ୍କା ଦେଇ ମାରି ଦେଇଥିଲା ଯୁବକ ।

ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଚରମ୍ପା ବଜାର ପଥରଆଡ଼ି ଛକରେ । ସଉଦା ବାବଦ ବକେୟା ମାତ୍ର ୧୦ ଟଙ୍କା ମାଗିବାରୁ ଦୋକାନୀଙ୍କୁ ହତ୍ୟା ଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ମୃତ ବ୍ୟବସାୟୀ ହେଉଛନ୍ତି ସାବରଙ୍ଗ ଥାନା ଅଧିନ ବଣିଆ ଗ୍ରାମର ବିଜୟ ପଣ୍ଡା । ଏ ନେଇ ଭଦ୍ରକ ଟାଉନ ଥାନରେ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା