Masthead

ସ୍ୱର୍ଣ୍ଣ ମନ୍ଦିରରେ ଫୁଟିଲା ଗୁଳି; ଅଳ୍ପକେ ବର୍ତ୍ତିଲେ ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲ

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳିମାଡ଼ । ଅଳ୍ପକେ ବର୍ତ୍ତିଲେ ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ମନ୍ଦିରରେ ସେବା କରୁଥିବା ବେଳେ ଅଚାନକ ହୋଇଥିଲା ଗୁଳିମାଡ଼ । ଘଟଣା ସ୍ଥଳରେ ଆକ୍ରମଣକାରୀଙ୍କୁ କାବୁ କରିଛନ୍ତି ଲୋକେ । ଆକ୍ରମଣକାରୀକୁ ପୋଲିସ ଗିରଫ କରିବା ସହ ପିସ୍ତଲ ଜବତ କରିଛି ପୋଲିସ । ଆକ୍ରମଣକାରୀ ପୂର୍ବତନ ଆତଙ୍କବାଦୀ ନାରାୟଣ ସିଂ ଚୌରା ବୋଲି ଜଣାପଡ଼ିଛି ।

ଧାର୍ମିକ ଦଣ୍ଡ ଅନୁଯାୟୀ ମନ୍ଦିର ପ୍ରବେଶ ଦ୍ୱାରରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିଲେ ସୁଖବୀର । ପଞ୍ଜାବରେ ଶିରୋମଣି ଅକାଳୀ ଦଳ ସରକାରରେ ଥିବା ବେଳେ ଡେରା ମୁଖ୍ୟ ଗୁରମିତ ରାମ ରହିମଙ୍କୁ କ୍ଷମା ଦେବାରେ ତକ୍ରାଳୀନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ବଡ଼ ଭୂମିକା ଥିଲା । ଶିଖ ସମାଜର ସୁପ୍ରିମୋ ଅଦାଲତ ସୁଖବୀରଙ୍କ ସହ ୧୭ ଜଣଙ୍କୁ ଧାର୍ମିକ ଦଣ୍ଡ ଶୁଣାଇଥିଲେ । ଏହା ପରେ ସଜା ଭାବେର ସେ ସ୍ୱର୍ଣ୍ଣ ମନ୍ଦିର ବାହାର ଜଗିବା ସହ ଦଣ୍ଡ ଭୋଗୁଛନ୍ତି । ଦଣ୍ଡର ପ୍ରଥମ ଦିନରେ ଯେ ମନ୍ଦିରର କମୁ୍ୟନିଟି ରୋଷେଇ ଘରେ ସେ ବାସନ ସଫା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି