Masthead

ବିଜେପି ବିଜେଡି ଭିତରେ ନିର୍ଣ୍ଣାୟକ ଲଢେଇ ହେବ, ବିଜେପି ଯଶସ୍ୱୀ ହେବ : ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡି ବିଜେପି ସମ୍ପର୍କ କେତେଦିନ ରେକର୍ଡ ବଜେଇବା, ସ୍ୱାଧୀନତା ଦିବସରେ ଅଥଚ ଏହାକୁ ନ ବଜାଯାଉ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହଲ ସାମଲ । ସେ କହିଛନ୍ତି ଲଢେଇ ଦୁଇ ଦଳ ଭିତରେ ହେବ । ନିର୍ଣ୍ଣାୟକ ଲଢେଇ ହେବ । ବିଜେପି ବିଜେଡି ଭିତରେ ହିଁ ଲଢେଇ ହେବ, ବିଜେପି ଯଶସ୍ବୀ ହେବ । ଲୋକମାନେ ଆମ ସଂଗେ ଅଛନ୍ତି ଆଉ କଂଗ୍ରେସ କଥା ଗାଁ ଗହଳିର ଲୋକମାନେ କହିବେ । ଆଗୁଆ ନିର୍ବାଚନ ଲାଗି ଆମେ ପ୍ରସ୍ତୁତ ଅଛୁ । ଆଗୁଆ ନିର୍ବାଚନ କଥା ମୁଁ ଏକ ବର୍ଷ ହେଲା କହି ଆସୁଛି, ତାଙ୍କର ଆଗୁଆ ନିର୍ବାଚନର ଯୋଜନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ