Masthead

ମାନସ ଦାସଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସ । ଆଜି ମାନବଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରୁ ଗିରଫ କରିଛି ପୋଲିସ । ଖୋର୍ଦ୍ଧାର ଏକ ସ୍ୱତନ୍ତ୍ର ଟିମ ଆଜି ମାନସ ଦାସଙ୍କୁ ଗିରଫ କରିଛି । ମାନବ ଦାସଙ୍କୁ ଗିରଫ କରିବାକୁ ଚାରିଆଡ଼ୁ ଦାବି ହୋଇ ଆସୁଥିଲା । ପୋଲିସ ତଦନ୍ତ କରି ଆଜି ତାଙ୍କୁ ଗିରଫ କରିଛି ।

ବାପ-ପୁଅଙ୍କୁ ପିଟିବାର ଭିଡିଓ ଭାଇରାଲ ହେବାପରେ ମାନବବାଦ ସଂଗଠନ ଓ ଏହାର ମୁଖ୍ୟ ମାନସ ଦାସ ବିବାଦକୁ ଆସିଥିଲେ । ସଂଗଠନ ନାଁରେ ହତ୍ୟା କରିଥିବା ଭଳି ଅଭିଯୋଗ ମଧ୍ୟ ଥିଲା । ଆଜି ମାନବଙ୍କ ବିରୋଧରେ ଆଉ ଏକ ଏତଲା ଆସିବା ପରେ ଆଜି ତାଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି