Masthead

ମାନସ ଦାସଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସ । ଆଜି ମାନବଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରୁ ଗିରଫ କରିଛି ପୋଲିସ । ଖୋର୍ଦ୍ଧାର ଏକ ସ୍ୱତନ୍ତ୍ର ଟିମ ଆଜି ମାନସ ଦାସଙ୍କୁ ଗିରଫ କରିଛି । ମାନବ ଦାସଙ୍କୁ ଗିରଫ କରିବାକୁ ଚାରିଆଡ଼ୁ ଦାବି ହୋଇ ଆସୁଥିଲା । ପୋଲିସ ତଦନ୍ତ କରି ଆଜି ତାଙ୍କୁ ଗିରଫ କରିଛି ।

ବାପ-ପୁଅଙ୍କୁ ପିଟିବାର ଭିଡିଓ ଭାଇରାଲ ହେବାପରେ ମାନବବାଦ ସଂଗଠନ ଓ ଏହାର ମୁଖ୍ୟ ମାନସ ଦାସ ବିବାଦକୁ ଆସିଥିଲେ । ସଂଗଠନ ନାଁରେ ହତ୍ୟା କରିଥିବା ଭଳି ଅଭିଯୋଗ ମଧ୍ୟ ଥିଲା । ଆଜି ମାନବଙ୍କ ବିରୋଧରେ ଆଉ ଏକ ଏତଲା ଆସିବା ପରେ ଆଜି ତାଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!