Masthead

ଦୁଇ ନିର୍ବାଚନରେ ବିଜେଡିକୁ ଅଦ୍ଭୁତ ପୂର୍ବ ସଫଳତା ମିଳିଛି: ମାନସ ମଙ୍ଗରାଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଏନଏସି ନିର୍ବାଚନ ବିଜୟ ପରେ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ପ୍ରତିକ୍ରିୟା। କହିଲେ ଅତାବିରାରେ ୧୨ ୱାର୍ଡରୁ ୧୧ ୱାର୍ଡରେ ବିଜୟ ଲାଭ କରିଛି ବିଜେଡି। ହିନ୍ଦୋଳରେ ୧୬ ରୁ ୧୧ ୱାର୍ଡରେ ବିଜେଡି ବାଜିମାତ କରିଛି । ଦୁଇ ନିର୍ବାଚନରେ ବିଜେଡିକୁ ଅଦ୍ଭୁତ ପୂର୍ବ ସଫଳତା ମିଳିଛି। ଏଥିରୁ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ସ୍ପଷ୍ଟ ହେଉଛି।

ଆଗାମୀ ସାଧାରଣ ନିର୍ବାଚନର ବି ଏହା ପ୍ରତିଫଳିତ ହେବ। ସେପଟେ ଝାରସୁଗୁଡ଼ା ଉପନିର୍ବାଚନ ନେଇ କହିଛନ୍ତି ଝାରସୁଗୁଡ଼ାରେ ଏକତରଫା ବିଜୟ ଲାଭ କରିବ ବିଜେଡି। ଆଗୁଆ ପ୍ରାର୍ଥୀ ଘୋଷଣା ସହ ପର୍ଯ୍ୟବେକ୍ଷକ ଟିମ କରି ନିର୍ବାଚନ ପାଇଁ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ବିରୋଧୀ ଯାହା କିଛି କହିଲେ ବି କିଛି ପ୍ରଭାବ ପଡିବନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ