Masthead

ବଡ଼ ଖବର ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ୨ ଅଭିଯୁକ୍ତକୁ ଗିରଫ କଲା ମଞ୍ଚେଶ୍ୱର ପୋଲିସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଡ଼ ଖବର ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା , ୨ ଗିରଫ । ୨ ଅଭିଯୁକ୍ତକୁ ଗିରଫ କଲା ମଞ୍ଚେଶ୍ୱର ପୋଲିସ । ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର ଓ ବାଇକ ଜବତ । ଧୀରାକୁଟି ବସ୍ତି ପାଖରେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ ୪ ଦୁବୃର୍ତ୍ତ ।

ରାତି ଅଧରେ ବଡ଼ ଖବର ପ୍ରତିନିଧି ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ହୋଇଥିଲା ମରଣାନ୍ତକ ଆକ୍ରମଣ । ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ବିଭିନ୍ନ ମହଲରେ ନିନ୍ଦା ହୋଇଥିଲା । ଅପରାଧୀଙ୍କୁ ଗିରଫ ପାଇଁ ୪୮ ଘଣ୍ଟାର ସମୟ ଦେଇଥିଲା ଉକôଳ ସାମ୍ବାଦିକ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି