Masthead

ଆଜିଠୁ ଖୋଲିବ ମଣ୍ଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଅପେକ୍ଷା ପରେ ଆଜିଠୁ ଖୋଲିବ ମଣ୍ଡି । ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ସୂଚନା । ଚାଷୀଙ୍କ ପାଇଁ ଏଥର ମଣ୍ଡିରେ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ବ୍ୟବସ୍ଥାରହିଛି । କଟ୍‌ନି ଛଟ୍‌ନି ଉପରେ ସରକାର ନଜର ରଖିଛନ୍ତି । ମଣ୍ଡିରୁ ଯେମିତି ଚାଷୀଙ୍କ ଧାନ ଠିକ୍ ସମୟରେ ଉଠିବ ତା ଉପରେ ମୋହନ ମାଝୀଙ୍କ ସରକାର ଗୁରୁତ୍ବ ଦେଇଛନ୍ତି ।

ଠିକ୍ ସମୟରେ ଗାଡି ପହଞ୍ଚାଇବା ପାଇଁ ମିଲ୍ ମାଲିକଙ୍କୁ କଡା ଦିଆଯାଇଛି ନିର୍ଦ୍ଦେଶ । ଧାନ କିଣା ଉପରେ ତୀକ୍ଷଣ ନଜର ରଖିବାକୁ ଅଧିକାରୀମାନଙ୍କୁ କୁହାଯାଇଛି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଜମିରେ ଧାନ ଚାଷ ହୋଇଛି । ମଣ୍ଡିରେ ଧାନ ଦେଲେ ଚାଷୀଙ୍କୁ ଇନପୁଟ୍ ସବ୍‌ସିଡି ମଧ୍ୟ ମିଳୁଛି । ଯାହା ଫଳରେ ମଣ୍ଡି ଖୋଲୁଥିବାରୁ ଚାଷୀ ମାନେ ବେଶ୍ ଉତ୍ସାହିତ ଅଛନ୍ତି । ଯେଉଁମାନେ ପଞ୍ଜିକରଣ କରିଛନ୍ତି ସମସ୍ତଙ୍କ ଠାରୁ ଧାନକିଣା ହେବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି