Masthead

ମଦରେ ବୁଡ଼ିଛି ମଙ୍ଗଳପୁର

ଦଶରଥପୁର (ବଡ଼ ଖବର ବ୍ୟୁରୋ): ମଦରେ ବୁଡ଼ିଛି ମଙ୍ଗଳପୁର ବଜାରା ବଜାରରେ ଖୁଲମ ଖୁଲା ମଦର ଆସର ଜମିବାରେ ଲାଗିଛି । ଦିନ ଦ୍ବିପହରରେ ମଦ ବ୍ୟବସାୟୀମାନେ ଦୋକାନ ଦୋକାନ ବୁଲି ମଦ ସପ୍ଲାଏ କରୁଛନ୍ତି । ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ମଙ୍ଗଳପୁର ବଜାରରେ ।

ମଙ୍ଗଳପୁର ଥାନା ଦୁଇ ଶହ ମିଟର ଦୂର ହୋଇଥିଲେ ମଧ୍ୟ ପୋଲିସ ସବୁ ଜାଣି ନଜାଣିଲା ପରି ଅଭିନୟ କରୁଛି । ମଙ୍ଗଳପୁର ବଜାର ନିକଟରେ ଦୁଇ ଦୁଇ ବିଦ୍ୟାଳୟ ଏବଂ ଗୋଟିଏ ମହିଳା ମହାବିଦ୍ୟାଳୟ ରହିଛି । ମଦ ମାଫିଆମାନେ ଖୁଲମ ଖୁଲା ମଦ ବିକ୍ରି କରିବା ତାହା ମଙ୍ଗଳପୁର ପୋଲିସ ଏବଂ ଅବକାରୀ ବିଭାଗ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା