Masthead

ତି୍ରପୁରାରେ ବିଜେପି ଗଢିବ ସରକାର, ନିଜ ଆସନରୁ ଜିତିଲେ ମାଣିକ ଶାହା

ତ୍ରିପୁରା(ବଡ଼ ଖବର ବ୍ୟୁରୋ): ତ୍ରିପୁରାରେ ପୁଣି ବିଜେପି ସରକାର ଗଢିବାକୁ ଯାଉଛି। ନିଜ ଆସନରୁ ଜିତିଛନ୍ତି ମାଣିକ ଶାହା । ବିଜୟ ପ୍ରମାଣ ପତ୍ର ପାଇବା ପରେ ଶାହା କହିଛନ୍ତି, ଜିତିବା ପରେ ସାର୍ଟିଫୀକେଟ ପାଇ ଅତ୍ୟନ୍ତ ଖୁସି । ଜିତିବା ପରେ ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ସଭାପତି ଏବଂ ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଉଛି। ୬୦ଟି ଆସନ ବିଶିଷ୍ଠ ତ୍ରିପୁରା ବିଧାନସଭାରେ ଭାଜପା ୩୪ଟି ଆସନରେ ଏପର୍ୟ୍ୟନ୍ତ ଆଗୁଆ ଅଛି। ସେହିପରି ବାମ ଏବଂ କଂଗ୍ରେସ ମେଣ୍ଟ ୧୪ଟି ଆସନରେ ଆଗୁଆ ଥିବାବେଳେ ଟିଏମ୍‌ପି ୧୨ଟି ଆସନରେ ଆଗୁଆ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ