ମଣିପୁର ମୁଖ୍ୟମନ୍ତ୍ରୀଙ୍କ କନଭୟ ଉପରକୁ ଆକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କନଭୟ ଉପରକୁ ଆକ୍ରମଣ ହୋଇଛି । ଆଜି କିଛି ଆକ୍ରମଣକାରୀ ତାଙ୍କ କନଭୟ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ଜଣା ପଡିଛି ।

ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ବିରେନ ସିଂହ ଆଜି ମଣିପୁରର ହିଂସା ପ୍ରଭାବିତ ଜିରିବାମ ଜିଲ୍ଲା ପରିଦର୍ଶନ କରିବାର କାର୍ୟ୍ୟକ୍ରମ ଥିଲା । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁରକ୍ଷାକର୍ମୀଙ୍କ ଏକ ଟିମକୁ ସେଠାକୁ ପଠାଯାଇଥିଲା । ସୁରକ୍ଷା କନଭୟ ଯେତେବେଳେ କୋଟଲେନରେ ପହଞ୍ଚିଥିଲା, ସେଠାରେ କିଛି ସଶସ୍ତ୍ର ବାହିନୀ କନଭୟ ଉପରକୁ ଆଖିବୁଜା ଗଳି ମାଡ଼ କରିଥିଲେ। ଏଥିରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ