Masthead

କେନ୍ଦ୍ରସରକାର ଅକ୍ଷମ ଏବଂ ଦଳୀୟ ନୁହଁନ୍ତି, ବରଂ ଘୃଣ୍ୟ ତୁଳନାତ୍ମକ ପରଦା ପଛରେ ଲୁଚି ରହିଛନ୍ତି: ପି ଚିଦାମ୍ବରମ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମଣିପୁର ହିଂସାକୁ ନେଇ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତା ମଣିପୁରର ସ୍ଥିତି ଉପରେ ପ୍ରଶ୍ନ ଉଠାଇ କହିଛନ୍ତି, ଜାତୀୟ ସଫେଇ ଶେଷ ହୋଇଛି। ସେ ଏକ ଲମ୍ବା ଟ୍ୱିଟ କରି ଲେଖିଛନ୍ତି ମଣିପୁର ସରକାର ଅଯୋଗ୍ୟ ହୋଇ ଗଲେଣି। ସେ ବିଜେପି ଶାସିତ ଅନ୍ୟ ରାଜ୍ୟରେ ମହିଳାଙ୍କ ଉପରେ ହେଉଥିବା ହିଂସାର ଅଭିଯୋଗକୁ ନେଇ ଜବାବ ଦେଇଛନ୍ତି। ତେବେ ଏହା ମଣିପୁର ସହ କେମିତି ତୁଳନୀୟ ବୋଲି ବି ସେ ପ୍ରଶ୍ନ ଉଠାଇଛନ୍ତି।

ସେ ଆହୁରି ମଧ୍ୟ ଲେଖିଛନ୍ତି କେନ୍ଦ୍ର ସରକାର କେବଳ ଅକ୍ଷମ ଏବଂ ଦଳୀୟ ନୁହଁନ୍ତି, ବରଂ ଘୃଣ୍ୟ ତୁଳନାତ୍ମକ ପରଦା ପଛରେ ଲୁଚି ରହିଛନ୍ତି । ଯାହା ନିନ୍ଦନୀୟ ଅଟେ । ଯଦି ବିହାର, ପଶ୍ଚିମବଙ୍ଗ ଏବଂ ରାଜସ୍ଥାନରେ କଠୋର କାର୍ୟ୍ୟାନୁଷ୍ଠାନ ଆବଶ୍ୟକ ହୁଏ, ତେବେ ନିଶ୍ଚିତ ଭାବେ ରାଜ୍ୟ ସରକାରଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ । କିନ୍ତୁ ଏହା ମଣିପୁରରେ ହୋଇଥିବା ହିଂସାକୁ କ୍ଷମା ଦେବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା