Masthead

ମୈଇତି ସମ୍ପ୍ରଦାୟର ଲୋକଙ୍କୁ ଏୟାରଲିପ୍ଟରେ ହୋଇପାରେ ସ୍ଥାନାନ୍ତର

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ମଣିପୁରର ମେଇତି ଓ କୁକି ସମ୍ପ୍ରଦାୟ ମଧ୍ୟରେ ଉପୁଜିଥିବା ହିଂସା ମଧ୍ୟରେ ମିଜୋରାମରେ ଥିବା ମୈଇତି ସମ୍ପ୍ରଦାୟ ଲୋକଙ୍କୁ ଏୟାରଲିପ୍ଟ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏକ ପୂର୍ବତନ ଉଗ୍ରବାଦୀ ସଂଗଠନ ମୈଇତି ଲୋକଙ୍କୁ ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଛାଡିବାକୁ କହିବା ପରେ ମଣିପୁର ସରକାର ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଏୟାରଲିପ୍ଟ କରିବା ଉପରେ ବିଚାର କରୁଛନ୍ତି। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆଇଜାୱଲ-ଇମ୍ଫାଲ ଏବଂ ଆଇଜାୱଲ-ସିଲଚର ମଧ୍ୟରେ ସ୍ବତନ୍ତ୍ର ଏଟିଆର ବିମାନ ମାଧ୍ୟମରେ ସମ୍ପ୍ରଦାୟର ଲୋକଙ୍କୁ ମିଜୋରାମରୁ ସ୍ଥାନାନ୍ତର କରାଯାଇପାରେ। ଅନ୍ୟପକ୍ଷରେ, ମିଜୋରାମ ସରକାର ଶନିବାର ରାଜ୍ୟରେ ରହୁଥିବା ମୈଇତି ସମ୍ପ୍ରଦାୟର ଲୋକଙ୍କୁ ସୁରକ୍ଷା ପ୍ରଦାନ କରିବା ସହ ଗୁଜବ ପ୍ରତି ଧ୍ୟାନ ନ ଦେବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର