Masthead

ମଣିପୁର ଘଟଣା ଦେଶରେ ଆଲୋଚନା ହେଉ ନାହିଁ, ଏହା ଲଜ୍ଜାର ବିଷୟ: ଜୟା ବଚ୍ଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ହିଂସାକୁ ନେଇ ସାରା ଦେଶ ହଲଚଲ । ବିରୋଧୀ କରୁଛନ୍ତି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ । ଏହାକୁ ନେଇ ରାଜ୍ୟ ସଭା ଏମପି ଜୟା ବଚ୍ଚନ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟା କହିଛନ୍ତି, ମଣିପୁର ଘଟଣାରେ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରାଯାଉଛି । କିନ୍ତୁ ଆମ ଦେଶରେ ନୁହେଁ। ଏହା ଲଜ୍ଜାଜନକ ବିଷୟ। ବିରୋଧୀ ମିଳିତ ମେଣ୍ଟ ଇଣ୍ଡିଆର ପ୍ରତିନିଧôମାନେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଦାବି କରି ସୋମବାର ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟ ସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ, ଜନତା ଦଳ (ୟୁନାଇଟେଡ) ର ଲଲନ ସିଂ, ଡିଏମକେର ଟିଆର ବାଲୁ, ଆମ ଆଦମୀ ପାର୍ଟିର ସଞ୍ଜୟ ସିଂ, ରାଷ୍ଟ୍ରିୟ ଜନତା ଦଳର ମନୋଜ ଝା ଏବଂ ଅନ୍ୟ ଦଳର ଏମ୍‌ପିମାନେ ଏହି ପ୍ରଦର୍ଶନରେ ଅଂଶଗ୍ରହଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ