Masthead

ମଣିପୁର ଘଟଣା ଦେଶରେ ଆଲୋଚନା ହେଉ ନାହିଁ, ଏହା ଲଜ୍ଜାର ବିଷୟ: ଜୟା ବଚ୍ଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ହିଂସାକୁ ନେଇ ସାରା ଦେଶ ହଲଚଲ । ବିରୋଧୀ କରୁଛନ୍ତି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ । ଏହାକୁ ନେଇ ରାଜ୍ୟ ସଭା ଏମପି ଜୟା ବଚ୍ଚନ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟା କହିଛନ୍ତି, ମଣିପୁର ଘଟଣାରେ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରାଯାଉଛି । କିନ୍ତୁ ଆମ ଦେଶରେ ନୁହେଁ। ଏହା ଲଜ୍ଜାଜନକ ବିଷୟ। ବିରୋଧୀ ମିଳିତ ମେଣ୍ଟ ଇଣ୍ଡିଆର ପ୍ରତିନିଧôମାନେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଦାବି କରି ସୋମବାର ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟ ସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ, ଜନତା ଦଳ (ୟୁନାଇଟେଡ) ର ଲଲନ ସିଂ, ଡିଏମକେର ଟିଆର ବାଲୁ, ଆମ ଆଦମୀ ପାର୍ଟିର ସଞ୍ଜୟ ସିଂ, ରାଷ୍ଟ୍ରିୟ ଜନତା ଦଳର ମନୋଜ ଝା ଏବଂ ଅନ୍ୟ ଦଳର ଏମ୍‌ପିମାନେ ଏହି ପ୍ରଦର୍ଶନରେ ଅଂଶଗ୍ରହଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା