Masthead

ହିଂସାରେ ଜଳୁଛି ମଣିପୁର

ମଣିପୁର (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ମଣିପୁରରେ ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ଚାଲିଛି ସଙ୍ଘର୍ଷ । ବିଭିନ୍ନ ସ୍ଥାନରେ ହିଂସା ସମଗ୍ର ମଣିପୁରକୁ ଅଶାନ୍ତ କରିଦେଇଛି । ୮ ଜିଲ୍ଲାରେ କର୍ଫ୍ୟୁ ଲଗାଯିବ ସହିତ ୫ ଦିନ ଯାଏ ପୂରା ମଣିପୁରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଦଙ୍ଗାକରୀଙ୍କୁ ଦେଖିବାମାତ୍ରେ ଗୁଳି କରିବାକୁ ନିର୍ଦେଶ ଦିଆଯାଇଛି । ବଢୁଥିବା ହିଂସାକୁ ରୋକିବା ପାଇଁ ମଣିପୁର ସରକାର ସେନା ଓ ଆସାମ ରାଇଫଲକୁ ଡାକାଇଛନ୍ତି ।

ହିଂସା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୪ହଜାର ଲୋକଙ୍କୁ ସେନା ଶିବିର ଓ ସରକାରୀ କାର୍ଯ୍ୟାଳୟରେ ଆଶ୍ରୟ ଦିଆଯାଇଛି । ମୌତେଇ ସମୁଦାୟକୁ ଅନୁସୂଚିତ ଜନଜାତି ବର୍ଗରେ ସାମିଲ କରିବା ଦାବିକୁ ବିରୋଧ କରି ଏକ ଛାତ୍ର ସଂଗଠନ ଦ୍ୱାରା ଆହ୍ୱାନ ଦିଆଯାଇଥିଲା । ଏହି ଆଦିବାସୀ ଏକତା ମଂଚ ଦ୍ୱାରା ହିଂସା ଆରମ୍ଭ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି