Masthead

ହିଂସାରେ ଜଳୁଛି ମଣିପୁର, ଜଣେ ପୋଲିସ କର୍ମୀଙ୍କ ସମେତ ୫ ଜଣଙ୍କ ମୃତ

ମଣିପୁର  (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ଉଗ୍ରପନ୍ଥୀମାନେ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିବା ସହ ଘର ଜାଳି ଦେଉଛନ୍ତି । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତିନି ଦିନ ପାଇଁ ମଣିପୁର ଗସ୍ତ କରିବେ । ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ହିତାଧିକାରୀଙ୍କ ସହ ଆଲୋଚନା କରିବେ । କିନ୍ତୁ ତା ପୂର୍ବରୁ ରାଜ୍ୟରେ ଭିନ୍ନ ଭିନ୍ନ ଘଟଣାକୁ ନେଇ ପୁଣି ହିଂସା ଉପୁଯିବାରେ ଲାଗିଛି । ଏହି ହିଂସାରେ ଜଣେ ପୋଲିସ କର୍ମୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ୧୨ ଜଣ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି