Masthead

ରାହୁଲଙ୍କୁ ଅଟକାଇଲା ମଣିପୁର ପୋଲିସ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ଅଟକାଇଲା ମଣିପୁର ପୋଲିସ । ମଣିପୁରର ବିଷ୍ଣୁପୁର ଜିଲ୍ଲାରେ ରାହୁଲଙ୍କୁ ଅଟକା ଯାଇଛି । ଇମ୍ଫାଲରୁ ୨୦ କିମି ପୂର୍ବରୁ ରାହୁଲଙ୍କ କାରକେଟ ଅଟକ ରଖାଯାଇଛି । ଦୁଇ ଦିନିଆ ମଣିପୁର ଗସ୍ତରେ ଯାଇଛନ୍ତି କଂଗ୍ରେସ ନେତା । ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ମଣିପୁରରେ ଶାନ୍ତି ଫେରିବାର ନାଁ ଧରୁନି । ରାହୁଲ ଗାନ୍ଧିଙ୍କ ଏହି ଗସ୍ତ ସମୟରେ ହିଂସା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ରିଲିଫ କ୍ୟାମ୍ପରେ ଭେଟିଥାନ୍ତେ ।

ଇମ୍ଫାଲ ଓ ଚୁରାଚାନ୍ଦୁପରରେ ସିଭିଲ ସୋସାଇଟି ପ୍ରତିନିଧିଙ୍କ ସହ ଆଲୋଚନା କରି କାର୍ଯ୍ୟକ୍ରମ ରହିଥିଲା । ମଣିପୁରରେ ଲାଗିଥିବା ନିଆଁ ଲିଭାଇବାର ଆବଶ୍ୟକତା ରହିଛି ଏହା ଦ୍ବାରା ବିବାଦରୁ ଶାନ୍ତିକୁ ଫେରିବ । ଏହା ଏକ ମାନବୀୟ ଟ୍ରାଜେଡି । ଘୃଣା ବଦଳରେ ପ୍ରେମର ଫୋର୍ସ ଭାବେ ଛିଡ଼ା ହେବା ଆରମ୍ଭ ଦାୟିତ୍ବ ବୋଲି କଂଗ୍ରେସ ନେତା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ